ନୂଆଦିଲ୍ଲୀରେ ଆୟୋଜିତ ୧୦୦୮ଟି ସଂସ୍କୃତ ସମ୍ଭାଷଣ ଶିବିରର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ
କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ୧୦୦୮ଟି ସଂସ୍କୃତ ସମ୍ଭାଷଣ ଶିବିରର ଭବ୍ୟ ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତାଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ନିଜର ଅଭିଭାଷଣରେ କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ୧୦୦୮ଟି ସଂସ୍କୃତ ସମ୍ଭାଷଣ ଶିବିର ଆୟୋଜନ କରିବାରେ ସଂସ୍କୃତ ଭାରତୀର ଉଲ୍ଲେଖନୀୟ ଏବଂ ସାହସିକ ପଦକ୍ଷେପକୁ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ଔପନିବେଶିକ ଶାସନର… Continue reading "ନୂଆଦିଲ୍ଲୀରେ ଆୟୋଜିତ ୧୦୦୮ଟି ସଂସ୍କୃତ ସମ୍ଭାଷଣ ଶିବିରର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ"







